ସୁଭଦ୍ରା ଯୋଜନା : ରାଜ୍ୟରେ ୧୫୭ ଜଣ ପୁରୁଷ କରିଛନ୍ତି ଆବେଦନ

ଭୁବନେଶ୍ୱର : ସୁଭଦ୍ରା ଯୋଜନାକୁ ନେଇ ବଡ଼ ଖୁଲାସା କରିଛନ୍ତି ଉପମୁଖ୍ୟମନ୍ତ୍ରି ପ୍ରଭାତୀ ପରିଡ଼ା | ସେ କହିଛନ୍ତି ଯେ , ରାଜ୍ୟରେ ୧୫୭ ଜଣ ପୁରୁଷ ସୁଭଦ୍ରା ଯୋଜନା ପାଇଁ ଆବେଦନ କରିଛନ୍ତି | ଆଧାର କାର୍ଡର ବ୍ୟାଙ୍କ ଲିଙ୍କ ଡାଟା ଯେତେବେଳେ ଆସିଲା ସେତେବେଳେ ଏ ତଥ୍ୟ ସାମ୍ନାକୁ ଆସିଲା | ସେମାଙ୍କୁ ବାଦ ଦିଆଯାଇଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା |

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial