ବାତିଲ ହେଲା ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ବର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ସ୍ଥଗିତ ରଖାଯାଇଛି।ଅମିତ ଶାହ ଆସନ୍ତାକଲି ଅର୍ଥାତ ୨୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଥାନ୍ତେ ।ଏନେଇ ସୂଚନା ଦେଇଛନ୍ତି ଯାଜପୁର ସାଂସଦ ରବୀନ୍ଦ୍ର ନାରାୟଣ ବେହେରା |ସେ କହିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ ପରେ ଏବେ ଦେଶ ୭ ଦିନ ପାଇଁ ଶୋକ ପାଳୁଛି| ଏହାକୁ ସମ୍ମାନ ଦେଇ ଗୃହମନ୍ତ୍ରୀ ତାଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସ୍ଥଗିତ ରଖିଛନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial