ଆସନ୍ତା ୧୪ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି।

ଆସନ୍ତା ୧୪ ତାରିଖରେ ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ମହାମହିମ । ୧୪ରେ…

Read More

BMC ଅଫିସ ଅତିରିକ୍ତ କମିଶନରଙ୍କୁ ମାଡ଼ ମାରିବା ଘଟଣାରେ ୩ ଜଣଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ ।

BMC ଅଫିସରେ ଅତିରିକ୍ତ କମିଶନରଙ୍କୁ ମାଡ଼ ମାରିବା ଘଟଣାରେ କମିଶନରେଟ୍ ପୋଲିସ ୩ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ଜୀବନ ରାଉତ, ରଶ୍ମୀ…

Read More

ଆଜି ପବିତ୍ର ହେରା ପଞ୍ଚମୀ, ନନ୍ଦିଘୋଷ ରଥ ଭାଙ୍ଗିବେ ମା ଲକ୍ଷ୍ମୀ ଠାକୁରାଣୀ।

ଆଜି ପବିତ୍ର ହେରା ପଞ୍ଚମୀ । ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ସାଙ୍ଗରେ ଆଣିନଥିବାରୁ ରଥ କାଠ ଭାଙ୍ଗିବେ ଅଭିମାନିନୀ ମା ଲକ୍ଷ୍ମୀ । ଭାଇ ଭଉଣୀଙ୍କୁ ରଥରେ ନେଇ…

Read More
Social media & sharing icons powered by UltimatelySocial