ପ୍ରାୟ ୮ଶହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି, ଦିଲ୍ଲୀ ଗସ୍ତ ବେଳେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କୁ ଭେଟି ଏହି ଦାବି ଜଣାଇଛି । ପ୍ରାକୃତିକ ବିପର୍ଯ୍ୟୟ ଅଞ୍ଚଳରେ ସ୍କୁଲ ନିକଟରେ ନିର୍ମାଣ ହେବ ବାତ୍ୟା ଆଶ୍ରୟସ୍ଥଳୀ । ବାତ୍ୟା ଆଶ୍ରୟସ୍ଥଳୀ ବହୁମୁଖୀ ହେବ । ବିପର୍ଯ୍ୟୟ ବେଳେ ଲୋକ ସାହାରା ନେବେ, ଅନ୍ୟ ସମୟରେ ସାମାଜିକ କାର୍ଯ୍ୟରେ ବ୍ୟବହାର ହେବ । ଯାହାଫଳରେ ବାତ୍ୟା ଆଶ୍ରୟସ୍ଥଳୀଗୁଡ଼ିକ ଅବହେଳିତ ଅବସ୍ଥାରେ ରହିବନି ବୋଲି କହିଲେ ସୁରେଶ ପୂଜାରୀ ।
୮ଶହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।

Leave a Reply