ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ଖୋଲିଲା | ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭଯୋଗ ପ୍ରକୋଷ୍ଠରେ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ | ଲୋକଙ୍କ ସମସ୍ୟା ଶୁଣିବେ ମୁଖ୍ୟମନ୍ତ୍ରୀ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ତରଫରୁ ସୂଚନା ମିଳିଛି |
ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆଜି ଜନଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

Leave a Reply