ନୂଆଖାଇ ଉପଲେକ୍ଷେ ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ।

୨୯ ତାରିଖକୁ ସରକାରୀ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛିି । ନୂଆଖାଇ ପର୍ବ ଉପଲେକ୍ଷେ ୨୯ ତାରିଖ ଛୁଟି ରହିବ । ସବୁ ସରକାରୀ କାର୍ଯ୍ୟାଳୟ, ମାଜିଷ୍ଟେରିଆଲ କୋର୍ଟ ଛୁଟି ରହିବ । ଏଥିପାଇଁ ସେପ୍ଟେମ୍ବର ୧୩ ଦ୍ୱିତୀୟ ଶନିବାର କାର୍ଯ୍ୟଦିବସ ଘୋଷଣା ହୋଇଛି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial