ପୁରୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଗାମୀ ନୀତିକାନ୍ତି ନେଇ କରିବେ ଆଲୋଚନା । ଶ୍ରୀମନ୍ଦିର ସେବାୟତଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ । ଶରଧାବାଲି ଅଘଟଣ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ପୁରୀ ଗସ୍ତ । ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଦଳାଚକଟାରେ ତିନି ଭକ୍ତଙ୍କ ମୃତ୍ୟୁ ଘଟଣାରେ ପ୍ରାଥମିକ ତଦନ୍ତ ଆରମ୍ଭ ହୋଇଛି । ଉନ୍ନୟନ କମିଶନର ଅନୁ ଗର୍ଗ ପୁରୀ ଗସ୍ତରେ ଆସି ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଏସପି, ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚୋନା କରିଛନ୍ତି ଉନ୍ନୟନ କମିଶନର ।
ପୁରୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ନୀତିକାନ୍ତି ନେଇ କରିବେ ଆଲୋଚନା:

Leave a Reply