ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ବଡ଼ ମହାସ୍ନାନ କରାଯାଇଛି। ଭିତରକାଠ ନିକଟରେ କେହି ବାନ୍ତି କରିଦେବାରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହୋଇଛି। ଏନେଇ ସ୍ୱତନ୍ତ୍ର ନୀତିକାନ୍ତି କରାଯିବ। ଯେଉଁଥିପାଇଁ ଗୋଟିଏ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ତେବେ ଭିତର ବେଢ଼ାରେ ପାର୍ଶ୍ୱ ଦେବାଦେବୀଙ୍କୁ ଭକ୍ତମାନେ ଦର୍ଶନ କରିପାରିବେ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ବଡ଼ ମହାସ୍ନାନ: ଗୋଟିଏ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ।

Leave a Reply