ବିଜେଡିର ଲୋକସେବା ଭବନ ଘେରାଉ ନେଇ ସୁରକ୍ଷା କଡ଼ାକଡ଼ି । ବିଧାନସଭା ଚତୁଃପାର୍ଶ୍ୱରେ କମିଶନରେଟ୍ ପୋଲିସର ଛାଉଣି । ସମସ୍ତ ଆନ୍ଦୋଳନକାରୀଙ୍କ ଉପରେ ନଜର ରଖିବ ଡ୍ରୋନ୍ । ଆଇନ୍ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇ ଚେତାବନୀ । ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ରାଜନୀତି ଆରମ୍ଭ ହୋଇସାରିଥିବା ବେଳେ ଶାସକ – ବିରୋଧୀଙ୍କ କାଦୁଅଫିଙ୍ଗା ସାମାଜିକ ଗଣମାଧ୍ୟମରେ ଝଡ଼ ସୃଷ୍ଟି କରିଛି । ସୌମ୍ୟାଶ୍ରୀଙ୍କ ପରିବାରକୁ ନ୍ୟାୟ ପାଇଁ ସମସ୍ତେ ଏକାଠି ହୋଇଛନ୍ତି । ତାଙ୍କ ପରିବାରକୁ କ୍ଷତିପୂରଣ ଘୋଷଣା ମଧ୍ୟ ହୋଇଛି ।
ଆନ୍ଦୋଳନକାରୀଙ୍କ ଉପରେ ନଜର ରଖିବ ଡ୍ରୋନ୍; ଆଇନ୍ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇ ଚେତାବନୀ ।

Leave a Reply