ସରକାରୀ ବସ୍‌ରେ ମାଗଣା ସ୍କୁଲ୍ ଯିବେ ଛାତ୍ରଛାତ୍ରୀ; ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଘୋଷଣା ।

ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ବଡ଼ ଘୋଷଣା। ସରକାରୀ ବସ୍‌ରେ ମାଗଣା ସ୍କୁଲ୍ ଯାଇପାରିବେ ଛାତ୍ରଛାତ୍ରୀ । ପରିଚୟପତ୍ର ଦେଖାଇ ମାଗଣାରେ ସ୍କୁଲ୍ ଯିବେ ଛାତ୍ରଛାତ୍ରୀ । ପ୍ରଥମରୁ ଦଶମ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣା ପାଠ୍ୟ ପୁସ୍ତକ ଦିଆଯିବ । ଜାତୀୟ ଶିକ୍ଷାନୀତି ଅନୁଯାୟୀ ପ୍ରାଥମିକ ଶିକ୍ଷାରେ ବ୍ୟାପକ ପରିବର୍ତ୍ତନ ହେବ । NCERT ଢ଼ାଞ୍ଚାରେ SCERTକୁ ବିକଶିତ କରିବାକୁ ପଦକ୍ଷେପ ନିଆଯିବ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍‌ ଦିଆଯିବ କହିଲେ ମନ୍ତ୍ରୀ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial