ଭୁବନେଶ୍ୱରରେ ନିର୍ମାଣ ହେବ ‘ସୁଭଦ୍ରା ଶକ୍ତି ବଜାର । ପ୍ରତ୍ୟେକ ଜିଲ୍ଲାରେ ‘ସୁଭଦ୍ରା ଶକ୍ତି ବଜାର’ ପ୍ରତିଷ୍ଠା ହେବ । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ପ୍ରସ୍ତୁତ ଉତ୍ପାଦଗୁଡ଼ିକୁ ବଜାରୀକରଣ ହେବ । ରାଜ୍ୟ ସରକାର ବର୍ତ୍ତମାନ ସୁଦ୍ଧା ୧୬ ଲକ୍ଷ ୩୬ ହଜାର ଲକ୍ଷପତି ଦିଦି ସୃଷ୍ଟି କରିଛନ୍ତି । ଲକ୍ଷପତି ଦିଦି ଯୋଜନା କେବଳ ଗ୍ରାମାଞ୍ଚଳରେ ସୀମିତ । ତେଣୁ ରାଉରକେଲାରେ କୌଣସି ଲକ୍ଷପତି ଦିଦି ଚିହ୍ନଟ ହୋଇନାହିଁ ।
ପ୍ରତ୍ୟେକ ଜିଲ୍ଲାରେ ‘ସୁଭଦ୍ରା ଶକ୍ତି ବଜାର’ ପ୍ରତିଷ୍ଠା ହେବା ନେଇ ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ।












Leave a Reply