ବିଜେଡି ପାଳୁଛି ୨୮ତମ ପ୍ରତିଷ୍ଠା ଦିବସ : ଦୀର୍ଘ ୨୪ ବର୍ଷ ଧରି ଶାସନରେ ରହିବା ପରେ ଏଥର ବିରୋଧୀ ଦଳ ଭାବେ ପ୍ରତିଷ୍ଠା ଦିବସ ପାଳୁଛି ବିଜେଡି।

ଅକ୍ଷର ବ୍ୟୁରୋ : ବିଜୁ ଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସ ପାଳନ । ଦୀର୍ଘ ୨୪ ବର୍ଷ ଧରି ଶାସନରେ ରହିବା ପରେ ଏଥର ବିରୋଧୀ ଦଳ ଭାବେ ବିଜେଡି ପାଳୁଛି ପ୍ରତିଷ୍ଠା ଦିବସ। ଶଙ୍ଖ ଭବନରେ ପହଁଞ୍ଚି ପ୍ରତିଷ୍ଠା ଦିବସ ପାଳନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ |

ଦଳୀୟ ନେତା ଓ କର୍ମୀ ମାନଙ୍କୁ ଗୁରୁମନ୍ତ୍ର ଦେବେ।ଏବଂ ଚଳିତ ଥର ନିର୍ବାଚନମଣ୍ଡଳୀ ସ୍ତରରେ ପ୍ରତିଷ୍ଠା ଦିବସ ପାଳନ ପାଇଁ ଦଳ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ବେଳେ ଶଙ୍ଖ ଭବନରେ ରାଜ୍ୟସ୍ତରୀୟ କାର୍ୟ୍ୟକ୍ରମ ଆୟୋଜିତ ହେଉଛି । ସରକାରରୁ ଯିବା ପରେ ବର୍ତ୍ତମାନ ବିଜେଡି ଆଗରେ ଅନେକ ଆହ୍ବାନ ସୃଷ୍ଟି ହୋଇଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial