ଦିଲ୍ଲୀ ଗଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ।

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଦିଲ୍ଲୀ ଗସ୍ତ । ଉପରାଷ୍ଟ୍ରପତି ନିର୍ବାଚନ ନେଇ ସାଂସଦମାନଙ୍କ ସହ କରିପାରନ୍ତି ଆଲୋଚନା । ଆସନ୍ତାକାଲି ଦିଲ୍ଲୀରେ ରହିଛି ଏନଡିଏ ସାଂସଦମାନଙ୍କ ବୈଠକ। ରାଜ୍ୟ କମିଟି ଏବଂ ବୋର୍ଡ ନିଗମ ନିଯୁକ୍ତି ନେଇ ଆଲୋଚନା କାର୍ଯ୍ୟକ୍ରମ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial