ଫ୍‌ଏମ୍‌ ଛାତ୍ରୀ ମୃତ୍ୟୁ ଘଟଣାର ମୁଖ୍ୟ ଅଭିଯୁକ୍ତ ସମୀର ସାହୁଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ ।

ଏଫ୍‌ଏମ୍‌ ଛାତ୍ରୀ ମୃତ୍ୟୁ ଘଟଣାରେ ସମୀର ସାହୁଙ୍କୁ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ । ୩ ଦିନିଆ ରିମାଣ୍ଡରେ ନେବାକୁ ମଞ୍ଜୁରୀ ଦେଲେ କୋର୍ଟ ।
ଘଟଣାର ଅଧିକ ତଦନ୍ତ ପାଇଁ ରିମାଣ୍ଡ ଆବେଦନ କରିଥିଲା କ୍ରାଇମବ୍ରାଞ୍ଚ । ଏଫ୍‌ଏମ୍‌ ଛାତ୍ରୀ ଆତ୍ମହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ HOD ସମୀର ସାହୁ। ଜୁଲାଇ ୧୨ ତାରିଖରେ ସମୀରଙ୍କୁ କଲେଜ ପରିସରରରୁ ଗିରଫ କରିଥିଲା ସହଦେଵଖୁଣ୍ଟା ପୋଲିସ । ଆଜି ଠାରୁ ୨୦ ତାରିଖ ପର୍ଯ୍ୟନ୍ତ କ୍ରାଇମବ୍ରାଞ୍ଚ ତାଙ୍କୁ ପଚରାଉଚରା କରିବ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial